ଏକ ବିରଳ ମୂହୁର୍ତ୍ତ ଏବଂ ଆରତ୍ମନିର୍ଭର ଭାରତର ଜାଜୁଲ୍ୟମାନ ଉଦାହରଣ : କେନ୍ଦ୍ର ପରିବେଶ ମନ୍ତ୍ରୀ |

ସୁଶାନ୍ତ ସିଂ ରାଜପୁତଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

June 15, 2020, ଜୀବନଶୈଳୀ, , DSLR News Bureau


ସୁଶାନ୍ତ ସିଂ ରାଜପୁତଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
DSLR News Bureau
June 15, 2020

Image: NEWS On AIR

ନୂଆଦିଲ୍ଲୀ : ସୁଶାନ୍ତ ସିଂ ରାଜପୁତଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି । “ସୁଶାନ୍ତ ସିଂ ରାଜପୁତ.......... ଜଣେ ଉଜ୍ଜ୍ୱଳ ଯୁବ ଅଭିନେତା ଖୁବ ଶୀଘ୍ର ଚାଲିଗଲେ । ସେ ଟିଭି ଏବଂ ଚଳଚ୍ଚିତ୍ର ଅଭିନୟ କ୍ଷେତ୍ରରେ ଉତ୍କର୍ଷ ପ୍ରଦର୍ଶନ କରିଥିଲେ । ମନୋରଞ୍ଜନ ଜଗତରେ ତାଙ୍କର ଉତ୍ଥାନ ଅନେକଙ୍କୁ ପ୍ରେରଣା ଯୋଗାଇଥିଲା ଏବଂ ସେ ଅନେକ ସ୍ମରଣୀୟ ଅଭିନୟ କରିଛନ୍ତି । ତାଙ୍କ ଦେହାନ୍ତରେ ମର୍ମାହତ । ତାଙ୍କ ପରିବାର ଓ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ ଶାନ୍ତି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆନ୍ତର୍ଜାତିକ ଯୋଗ ଦିବସ ୨୦୨୦ ପାଳନ ପାଇଁ ପ୍ରସ୍ତୁତ ହେଉଛି ଆୟୁଷ ମନ୍ତ୍ରଣାଳୟ

ଆନ୍ତର୍ଜାତିକ ଯୋଗ ଦିବସ ୨୦୨୦ ପାଳନ ପାଇଁ ପ୍ରସ୍ତୁତ ହେଉଛି ଆୟୁଷ ମନ୍ତ୍ରଣାଳୟ
Read More...

ପ୍ରତିବର୍ଷର ଜଗଦଳପୁର ରଜ ସଂକ୍ରାନ୍ତି ଜାନିଯାତ୍ରାକୁ ଚଳିତ ବର୍ଷ କରୋନାର ରୋକ

ପ୍ରତିବର୍ଷର ଜଗଦଳପୁର ରଜ ସଂକ୍ରାନ୍ତି ଜାନିଯାତ୍ରାକୁ ଚଳିତ ବର୍ଷ କରୋନାର ରୋକ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:

ଆମ ଇ-ପତ୍ରିକା:

ବିଜ୍ଞାପନ :





ପ୍ରତିନିଧି ଲଗ୍ ଇନ୍ :
Register Now!

ଛବିରେ ଖବର :ଫୁଲବାଣୀ ଶ୍ରୀରାମ ମନ୍ଦିର କମିଟି ପକ୍ଷରୁ ରାବଣ ପୋଡି
View All Photos

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର :
Type the above number:

©, ସର୍ବସତ୍ତ୍ବ ସଂରକ୍ଷିତ DSLRimageMagazine.com, 2018
ୱେବ୍ ସଂରଚନା ଓ ନିର୍ମାଣ ଓଡ଼ିଆଗୁରୁ