ଏକ ବିରଳ ମୂହୁର୍ତ୍ତ ଏବଂ ଆରତ୍ମନିର୍ଭର ଭାରତର ଜାଜୁଲ୍ୟମାନ ଉଦାହରଣ : କେନ୍ଦ୍ର ପରିବେଶ ମନ୍ତ୍ରୀ |

ଦୁଇ ଶହୀଦ ଓଡିଆ ଯବାନଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

June 18, 2020, National (ଜାତୀୟ) , , DSLR News Bureau


ଦୁଇ ଶହୀଦ ଓଡିଆ ଯବାନଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି
DSLR News Bureau
June 18, 2020

Image: NIE


ନୂଆଦିଲ୍ଲୀ: ଭାରତ ଓ ଚୀନ ସୀମାରେ ସଂଘର୍ଷ ଯୋଗୁଁ ଶହୀଦ ହୋଇଥିବା ଓଡିଶାର କନ୍ଧମାଳ ଓ ରାଇରଙ୍ଗପୁରର ୨ ଓଡିଆ ବୀର ଯବାନଙ୍କୁ ସାମାଜକି ଗଣମାଧ୍ୟମରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ଵିଟ କରି କହିଛନ୍ତି ଯେ, ଭାରତ ଓ ଚୀନ ସୀମାରେ ସଂଘର୍ଷ ଯୋଗୁଁ ଓଡିଶାର କନ୍ଧମାଳ ଓ ରାଇରଙ୍ଗପୁରର ୨ ଓଡିଆ ବୀର ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ ସୋରେନ ଶହୀଦ ହେବା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଉଭୟଙ୍କୁ ମୋର ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ଵନା ଜଣାଉଛି । ଦେଶ ମାତୃକା ପାଇଁ ସେମାନଙ୍କ ବଳଦିାନ ବ୍ୟର୍ଥ ଯିବ ନାହିଁ, ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପ୍ରଶାସନ ପକ୍ଷରୁ ଦ୍ୱିତୀୟ ଥର ପାଣ୍ଡିଆ ଝଳି ଏବଂ ପ୍ରଥମ ଥର କୁକୁଡ଼ାଖଣ୍ଡି ସିଲ

ପ୍ରଶାସନ ପକ୍ଷରୁ ଦ୍ୱିତୀୟ ଥର ପାଣ୍ଡିଆ ଝଳି ଏବଂ ପ୍ରଥମ ଥର କୁକୁଡ଼ାଖଣ୍ଡି ସିଲ
Read More...

ବୁଗୁଡ଼ାରେ ସମୂହ ସ୍ୱାସ୍ଥ୍ୟ ପରୀକ୍ଷା

ବୁଗୁଡ଼ାରେ ସମୂହ ସ୍ୱାସ୍ଥ୍ୟ ପରୀକ୍ଷା
Read More...

ଆମ ଆଣ୍ଡ୍ରଏଡ୍ ଆପ୍:

ଆମ ଇ-ପତ୍ରିକା:

ବିଜ୍ଞାପନ :





ପ୍ରତିନିଧି ଲଗ୍ ଇନ୍ :
Register Now!

ଛବିରେ ଖବର :Shri Amit Shah chairs the 29thMeeting of the Northern Zonal Council in Chandigarh
View All Photos

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର :
Type the above number:

©, ସର୍ବସତ୍ତ୍ବ ସଂରକ୍ଷିତ DSLRimageMagazine.com, 2018
ୱେବ୍ ସଂରଚନା ଓ ନିର୍ମାଣ ଓଡ଼ିଆଗୁରୁ